ରାଜଧାନୀରୁ ଆଜି ୩୧୯ ଜଣ କରୋନା ସଂକ୍ରମିତ‌ ଚିହ୍ନଟ

ସ୍ଥାନୀୟ ସଂକ୍ରମଣ ୧୪୭ ଜଣ, ସୁସ୍ଥ ହେଲେ ୧୧୩ ଭୁବନେଶ୍ୱର: ସ୍ଥାନୀୟ ବୁଦ୍ଧ ନଗରରୁ ୧୨ ଜଣଙ୍କ ସମେତ ରାଜଧାନୀ ଭୁବନେଶ୍ୱରରେ ଆଜି ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସଂଗରୋଧରୁ ଚିହ୍ନଟ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ … Continue reading ରାଜଧାନୀରୁ ଆଜି ୩୧୯ ଜଣ କରୋନା ସଂକ୍ରମିତ‌ ଚିହ୍ନଟ