ସ୍ୱଚ୍ଛ ସର୍ବେକ୍ଷଣ ୨୦୨୦ : ଭୁବନେଶ୍ୱର ୨୩୩ ର‍୍ୟାଙ୍କ , ଦାୟୀ କିଏ?

ଆସନ୍ତାବର୍ଷ ଭଲ ର‍୍ୟାଙ୍କ ପାଇବୁ: ବିଏମ୍‌ସି କମିସନର ଭୁବନେଶ୍ୱର : ସ୍ୱଚ୍ଛ ସର୍ବେକ୍ଷଣରେ ଭୁବନେଶ୍ୱରକୁ ସର୍ବଭାରତୀୟସ୍ତରରେ ୨୩୩ ର‍୍ୟାଙ୍କ ମିଳିଥିବା ବେଳେ ରାଜ୍ୟରେ ୫ମ ସ୍ଥାନରେ ଅଛି। ରାଜ୍ୟର ସବୁଠୁ ସ୍ବଚ୍ଛ ସହର ଭଳି ଭୁବନେଶ୍ବର ଦେଖାଯାଉଛି, ସହରକୁ ସ୍ୱଚ୍ଛ ରଖିବା ପାଇଁ ବର୍ଷକୁ ପ୍ରାୟ ୭୦ କୋଟି ଖର୍ଚ୍ଚ ହେଉଛି, ସବୁଠୁ ଅଧିକ ସଫେଇ କର୍ମଚାରୀ ଏଠାରେ କାମ କରୁଛନ୍ତି, ଯାନ୍ତ୍ରିକ ସଫେଇ ବି ହେଉଛି। ରାଜ୍ୟର ଅନ୍ୟ … Continue reading ସ୍ୱଚ୍ଛ ସର୍ବେକ୍ଷଣ ୨୦୨୦ : ଭୁବନେଶ୍ୱର ୨୩୩ ର‍୍ୟାଙ୍କ , ଦାୟୀ କିଏ?