ରାଜଧାନୀରେ ୮୦ ପ୍ରତିଶତ କରୋନା ଆକ୍ରାନ୍ତ ଲକ୍ଷଣବିହୀନ: ବିଏମ୍‌ସି କମିସନର

ହୋମ୍‌ ଆଇସୋଲେସନରେ ଥାଇ ସୁସ୍ଥ ହେଲେ ୬୦୦ କରୋନା ଆକ୍ରାନ୍ତ ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଶୀର୍ଷରେ ପହଂଚିଛି। ଏଥି ପାଇଁ ଅଧିକରୁ ଅଧିକ ପରୀକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ବିଏମ୍‌ସି ଅଂଚଳରେ ୮୦ ପ୍ରତିଶତ କରୋନା ଆକ୍ରାନ୍ତ ଲକ୍ଷଣବିହନୀ ବୋଲି ଭୁବନେଶ୍ୱର ମହାନଗର ନିଗମ କମିସନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି। ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଚୌଧୁରୀ ସୂଚନା ଦେଇଛନ୍ତି ଯେ, ଏପର୍ଯ୍ୟନ୍ତ ବିଏମ୍‌ସି … Continue reading ରାଜଧାନୀରେ ୮୦ ପ୍ରତିଶତ କରୋନା ଆକ୍ରାନ୍ତ ଲକ୍ଷଣବିହୀନ: ବିଏମ୍‌ସି କମିସନର