କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ନେଇ ଚେତାବନୀ

୧୧ଟି ଜିଲ୍ଲାରେ ସକାଳ ସାଢ଼େ ୧୦ଟା ସୁଦ୍ଧା ପ୍ରବଳ ବର୍ଷା! ଭୁବନେଶ୍ୱର: ଗତକାଲି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ସକାଳେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଫଳରେ ଆଜି ସକାଳୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ସେହିପରି କଟକ ଓ ଭୁବନେଶ୍ୱରରେ ସକାଳ ୯ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ। ବର୍ଷା ସମୟରେ ଘଣ୍ଟା ପ୍ରତି ୨୦ରୁ ୩୦ … Continue reading କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ନେଇ ଚେତାବନୀ