ହୀରାକୁଦର ୨୪ଟି ଗେଟ ଖୋଲା: ମଧ୍ୟମ ଧରଣର ବନ୍ୟା ଆଶଙ୍କା

ଭୁବନେଶ୍ୱର : ମହାନଦୀ ଅବବାହିକାରେ ଏକ ମଧ୍ୟମ ଧରଣର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ନଦୀବନ୍ଧରେ ପାଣି ଭର୍ତ୍ତି ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ୨୪ ଟି ଗେଟ ଖୋଲାଯାଇଛି। ଏହି ଡ୍ୟାମକୁ ୬ ଲକ୍ଷ ୫୬ ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୩ ଲକ୍ଷ … Continue reading ହୀରାକୁଦର ୨୪ଟି ଗେଟ ଖୋଲା: ମଧ୍ୟମ ଧରଣର ବନ୍ୟା ଆଶଙ୍କା