ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ: ଜେଇଇ-ନିଟରେ ପରୀକ୍ଷାର୍ଥୀମାନଙ୍କୁ ସହଯୋଗ କରନ୍ତୁ

ଭୁବନେଶ୍ୱର: ବିଜୁ ଜନତା ଦଳ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇଛନ୍ତି। କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ୱରେ ସବୁଠାରୁ ଉପରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ଏକ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି। ଆମ ରାଜ୍ୟ ଓଡ଼ିଶା ମଧ୍ୟ କରୋନାର କଡ଼ା ମୁକାବିଲା କରୁଛି। ଆମର କୋଭିଡ ଯୋଦ୍ଧାମାନଙ୍କର ତ୍ୟାଗ ଓ ପରିଶ୍ରମ ଏବଂ ଆନ୍ୟମାନଙ୍କ ସହଯୋଗ ଯୋଗୁଁ ରାଜ୍ୟରେ ଆରୋଗ୍ୟ … Continue reading ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ: ଜେଇଇ-ନିଟରେ ପରୀକ୍ଷାର୍ଥୀମାନଙ୍କୁ ସହଯୋଗ କରନ୍ତୁ