ଚିନ୍ତା ବଢ଼ାଉଛି ଦ୍ୱୈତନଗରୀ : କୋଭିଡ୍‌ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଥିଲେ ମଧ୍ୟ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବଢୁଥିବା ପଜିଟିଭ ସଂଖ୍ୟାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗମ୍ଭୀରତାର ସହିତ ନେଇଛନ୍ତି। ଏହି ଦୁଇ ଜିଲ୍ଲାରେ ରଣନୀତିକୁ ସୁଦୃଢ଼ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଅର୍ଥନୀତି ସ୍ବାଭାବିକ ହେଉଥିବା ଲକ୍ଷ୍ୟ କରାଯାଉଥିବା ପରିପ୍ରେକ୍ଷୀରେ ଜୀବିକା ସୃଷ୍ଟି ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍‌ଫରେନ୍‌ସିଂ … Continue reading ଚିନ୍ତା ବଢ଼ାଉଛି ଦ୍ୱୈତନଗରୀ : କୋଭିଡ୍‌ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ