ଗଞ୍ଜାମରୁ ସୁରତକୁ ଯାଉଥିବା ବସ୍ ଛତିଶଗଡ଼ରେ ଦୁର୍ଘଟଣାଗ୍ରସ୍ତ: ୭ଜଣଙ୍କର ମୃତ୍ୟୁ

୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମାଲକାନଗିରି: ଓଡ଼ିଶାର ଗଞ୍ଜାମରୁ ଗୁଜରାଟକୁ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୭ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଗଞ୍ଜାମରୁ ଗୁଜରାଟକୁ ଯାଉଥିବା ବସର ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଏହାଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ପ୍ରାଣହାନି ଘଟିଥିଲା ବେଳେ ଅନ୍ୟଜଣେ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର … Continue reading ଗଞ୍ଜାମରୁ ସୁରତକୁ ଯାଉଥିବା ବସ୍ ଛତିଶଗଡ଼ରେ ଦୁର୍ଘଟଣାଗ୍ରସ୍ତ: ୭ଜଣଙ୍କର ମୃତ୍ୟୁ