ବୋମା ତିଆରି ବେଳେ ବିସ୍ଫୋରଣ ଘଟି ୨ଜଣଙ୍କ ମୃତ୍ୟୁ

ଦେବଗଡ଼: ଦେବଗଡ଼ ଥାନା ଅନ୍ତର୍ଗତ ଚିଲାଣ୍ଡିଖୋଳ ଗ୍ରାମରେ ଶନିବାର ବୋମା ତିଆରି ବେଳେ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ୨ ଜଣ ହେଲେ ରଞ୍ଜିତ ଭୋଇ ଏଵଂ ସନ୍ତୋଷ ପଟା। ସେମାନଙ୍କ ଘର ରିଆମାଳ ଥାନା ଅନ୍ତର୍ଗତ କଂସର ଗ୍ରାମ ବୋଲି ଜଣାପଡ଼ିଛି। ଏହି ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଛି। ସୂଚନା ଅନୁଯାୟୀ, ଚିଲାଣ୍ଡିଖୋଳ ଗ୍ରାମରେ ରଞ୍ଜିତ ଭୋଇ ଏଵଂ ସନ୍ତୋଷ ପଟା ସମ୍ପର୍କୀୟଙ୍କ … Continue reading ବୋମା ତିଆରି ବେଳେ ବିସ୍ଫୋରଣ ଘଟି ୨ଜଣଙ୍କ ମୃତ୍ୟୁ