ବଙ୍ଗୋପସାଗରରେ ଲଘୁଚାପ: ୧୩ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସଂପ୍ରତି ରାଜ୍ୟ ଉପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଦୁର୍ବଳ ହୋଇପଡ଼ିଛି। ତେବେ, ସମୁଦ୍ର ପତ୍ତନ ଉପରେ ଏକ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଅମୃତସର, ଅମ୍ବାଲା, ବରେଲି, … Continue reading ବଙ୍ଗୋପସାଗରରେ ଲଘୁଚାପ: ୧୩ରୁ ପ୍ରବଳ ବର୍ଷା ସମ୍ଭାବନା