ବନ୍ୟା ଉଜାଡ଼ିଦେଲା ପନିପରିବା ଚାଷ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପନିପରିବା ଚାଷୀର ମେରୁଦଣ୍ତ ଭାଙ୍ଗି ଦେଇଛି ଲଘୁଚାପ ଜନିତ ଲଗାଣ ବର୍ଷା। ତା ସାଙ୍ଗକୁ ଦାଉ ସାଦିଛି ବନ୍ୟା। ନାଉଗାଁ ବ୍ଲକ ଦେଇ ପ୍ରବାହିତ ଦେବୀ, ଅଳକା ଓ ଗୋବରୀ ନଦୀର ଉପତ୍ୟକାରେ ବର୍ଷ ତମାମ ଚାଷୀ ପନିପରିବା ଚାଷ କରି ଗୁଜୁରାଣ ମେଣ୍ଟାଇଥାଏ। ଚଳିତ ବର୍ଷ ବର୍ଷା ଋତୁରେ ଚାଷୀମାନେ ଏହି ଅଞ୍ଚଳ ଦେଇ ପ୍ରବାହିତ ନଦୀ ପଠାରେ ଚାଷ କରିଥିଲା ବାଇଗଣ, ପୋଟଳ, … Continue reading ବନ୍ୟା ଉଜାଡ଼ିଦେଲା ପନିପରିବା ଚାଷ