ମୋଦୀଙ୍କୁ ରାହୁଲଙ୍କ କଟାକ୍ଷ: ତୁମେ ଗଣିନ,ତେଣୁ ‌କେହି ମରିନାହାନ୍ତି

ନୂଆଦିଲ୍ଲୀ: କରୋନା ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ପ୍ରସଙ୍ଗରେ ସରକାର ସଂସଦରେ ଯେଉଁ ତଥ୍ୟ ରଖିଛନ୍ତି ତା’କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ। ଲକ୍‌ ଡାଉନ୍‌ ସମୟରେ କେତେ ସଂଖ୍ୟକ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି ସେନେଇ ମୋଦୀ ସରକାର କିଛି ଜାଣନ୍ତିନାହିଁ। କେତେ ସଂଖ୍ୟକ ଲୋକ ଚାକିରି ହରାଇଛନ୍ତି ତାହା ବି ସରକାର ଜାଣନ୍ତିନି। ଯଦି ତୁମେ ଗଣିନାହଁ ତେବେ କ’ଣ … Continue reading ମୋଦୀଙ୍କୁ ରାହୁଲଙ୍କ କଟାକ୍ଷ: ତୁମେ ଗଣିନ,ତେଣୁ ‌କେହି ମରିନାହାନ୍ତି