ରାଜଧାନୀରୁ ଆଜି ୩୨୫ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୪୨୦ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୩୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଙ୍ଗରୋଧରୁ ୧୦୦ ଜଣ ଓ ସ୍ଥାନୀୟ ଅଂଚଳରୁ ୨୨୫ ଜଣ ଅଛନ୍ତି। ସଙ୍ଗରୋଧରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତମାନେ ପୂର୍ବରୁ ସଂକ୍ରମିତ ହୋଇଥିବା ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି। ବିଏମ୍‌ସିର ସୂଚନା ଅନୁସାରେ ହଂସପାଳସ୍ଥିତ ଏକ ସଙ୍ଗରୋଧ କେନ୍ଦ୍ରରୁ ୯ ଜଣ କରୋନା … Continue reading ରାଜଧାନୀରୁ ଆଜି ୩୨୫ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୪୨୦ ଜଣ ଆକ୍ରାନ୍ତ