ପୁରୀରେ ଭୟଙ୍କର ହେଉଛି କରୋନା: ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ବରିଷ୍ଠ ଦଇତା ସେବାୟତ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ହୋଇଛି। ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ସେ ହଠାତ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। … Continue reading ପୁରୀରେ ଭୟଙ୍କର ହେଉଛି କରୋନା: ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ