ଭାରତୀୟ ଡ଼ାକ ବିଭାଗର ସ୍ୱତନ୍ତ୍ର ଡ଼ାକ ଲଫାପାରେ ମୁଦ୍ରିତ ହେଲା ଚାନ୍ଦବାଲିର ମା’ ଦକ୍ଷିଣେଶ୍ୱରୀ କାଳୀ ମନ୍ଦିର

ଚାନ୍ଦବାଲି: ଭାରତୀୟ ଡ଼ାକ ବିଭାଗ ପକ୍ଷରୁ ଭଦ୍ରକ ଜିଲ୍ଲା ଚାନ୍ଦବାଲିର ଆରାଧ୍ୟ ଦେବୀ ମା’ ଦକ୍ଷିଣେଶ୍ୱରୀ କାଳୀ ମନ୍ଦିର ନାମରେ ଏକ ସ୍ୱତନ୍ତ୍ର ଡ଼ାକ ଲଫାପା ଚାନ୍ଦବାଲି ଉପଡ଼ାକଘର ପ୍ରାଙ୍ଗଣରେ ଉନ୍ମୋଚିତ ହୋଇଯାଇଛି। ଭଦ୍ରକ ଡ଼ାକ ମଣ୍ଡଳ ଓ ଚାନ୍ଦବାଲି ମା’ ଦକ୍ଷିଣେଶ୍ୱରୀ କାଳୀ କମିଟି ପକ୍ଷରୁ ଏହି ସ୍ୱତନ୍ତ୍ର ଡ଼ାକ ଲଫାପା ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇ ମା’ କାଳୀଙ୍କ … Continue reading ଭାରତୀୟ ଡ଼ାକ ବିଭାଗର ସ୍ୱତନ୍ତ୍ର ଡ଼ାକ ଲଫାପାରେ ମୁଦ୍ରିତ ହେଲା ଚାନ୍ଦବାଲିର ମା’ ଦକ୍ଷିଣେଶ୍ୱରୀ କାଳୀ ମନ୍ଦିର