ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ: ମୋଟ ୯ଟି ଗେଟ ଦେଇ ଜଳ ନିଷ୍କାସନ ଜାରି

ଭୁବନେଶ୍ୱର : ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ଏହା ଫଳରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ ଖୋଲାଯାଇଛି। ଫଳରେ ଏବେ ମୋଟ ୯ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏହି ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ହୋଇଥିବାବେଳେ ଏବେ ଜଳପତ୍ତନ ରହିଛି ୬୨୯.୯ … Continue reading ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ: ମୋଟ ୯ଟି ଗେଟ ଦେଇ ଜଳ ନିଷ୍କାସନ ଜାରି