୧୦ ଥର ମାଉଣ୍ଟ ଏଭରେଷ୍ଟ ଆରୋହଣକାରୀ ‘ସ୍ନୋ ଲିଓପାର୍ଡ’ଙ୍କ ପରଲୋକ

ନେପାଳ: ମାଉଣ୍ଟ ଏଭରେଷ୍ଟ ଉପରକୁ ଏକାଧିକବାର ଚଢ଼ି ରେକର୍ଡ କରିଥିବା ନେପାଳୀ ପର୍ବତାରୋହୀ ଅଙ୍ଗ୍‌ ରୀତା ଶେରପାଙ୍କର ପରଲୋକ ହୋଇଯାଇଛି। ସେ ତାଙ୍କ ଜୀବନକାଳ ମଧ୍ୟରେ ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢ଼ିଛନ୍ତି। ଏତେଥର ମାଉଣ୍ଟ ଏଭରେଷ୍ଟ ଚଢିଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ଅଙ୍ଗ୍‌ ରୀତା ଶେରପା। ତାଙ୍କର ଏହି ସଫଳତା ପାଇଁ ୨୦୧୭ରେ ସେ ଗିନିଜ ବୁକ୍‌ ଅଫ ରେକର୍ଡ ଜିତିଥିଲେ। ତାଙ୍କ ପରିବାର ପକ୍ଷରୁ କୁହାଯାଇଛି, ଦୀର୍ଘ … Continue reading ୧୦ ଥର ମାଉଣ୍ଟ ଏଭରେଷ୍ଟ ଆରୋହଣକାରୀ ‘ସ୍ନୋ ଲିଓପାର୍ଡ’ଙ୍କ ପରଲୋକ