ବିଧାନସଭା ମୌସୁମୀ ଅଧିବେଶନ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୯ରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ଅକ୍ଟୋବର ୭ ତାରିଖ ଯାଏ ଚାଲିବ ଏହି ଅଧିବେଶନ। ବିଧାନସଭା ଗୃହ କାର୍ଯ୍ୟ କଭରେଜ୍ ଲାଗି ଯଥା ସମ୍ଭବ କମ ଗଣମାଧ୍ୟମ ପ୍ରତିନିଧିଙ୍କୁ ଛଡ଼ାଯିବ ବୋଲି ନିଷ୍ପତ୍ତି ହୋଇଛି। ଏ ନେଇ ବିଧାନସଭା ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ଗଣମାଧ୍ୟମ ସଂସ୍ଥାକୁ କୁହାଯାଇଛି। ଏଥି ସହିତ ବିଧାନସଭା କଭରେଜ କରୁଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କ କରୋନା ଟେଷ୍ଟ କରାଯିବ ବୋଲି … Continue reading ବିଧାନସଭା ମୌସୁମୀ ଅଧିବେଶନ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ