ପୁଣି ଚଳଚଞ୍ଚଳ ହେବ ଚନ୍ଦକା ହସ୍ତୀ ଅଭୟାରଣ୍ୟ

ଅକ୍ଟୋବର ୨ ତାରିଖରୁ କରୋନା କଟକଣା ନିୟମରେ ଖୋଲିବ ବାରଙ୍ଗ/ମେଣ୍ଢାଶାଳ: ମହାମାରୀ କରୋନା କଟକଣା ପାଇଁ ମାର୍ଚ୍ଚ ୨୭ ତାରିଖରୁ ଦର୍ଶକଙ୍କ ପାଇଁ ବନ୍ଦ ରହିଥିବା ଚନ୍ଦକା‌-ଡମପଡ଼ା ହସ୍ତୀ ଅଭୟାରଣ୍ୟ ଆସନ୍ତା ଅକ୍ଟୋବର ୨ ତାରିଖରେ ପୁଣି ଖୋଲିବ। ଗାନ୍ଧୀ ଜୟନ୍ତୀ ଅବସରରେ କରୋନା କଟକଣା ନିୟମାନୁସାରେ ଏହି ଅଭୟାରଣ୍ୟ ଦର୍ଶକମାନଙ୍କ ପାଇଁ ଖୋଲା ରହିବ। ତେଣୁ ଚନ୍ଦକା ଗୋଡ଼ିବାରୀ ମୁଖ୍ୟ ଫାଟକ ଦେଇ ଦର୍ଶକମାନେ ଅଭୟାରଣ୍ୟ ଭିତରକୁ ଯାଇ … Continue reading ପୁଣି ଚଳଚଞ୍ଚଳ ହେବ ଚନ୍ଦକା ହସ୍ତୀ ଅଭୟାରଣ୍ୟ