ଜୀବନ ଯୁଦ୍ଧରେ ହାରିଗଲେ ମହାରଥୀ: ପଞ୍ଚଭୂତରେ ଲୀନ ହେଲା ପାର୍ଥିବ ଶରୀର

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟାବସ୍ଥା ଗତକାଲି ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ବେ ମହାରଥୀଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇ ନ ଥିଲା। ମୃତ୍ୟୁ ବେଳକୁ … Continue reading ଜୀବନ ଯୁଦ୍ଧରେ ହାରିଗଲେ ମହାରଥୀ: ପଞ୍ଚଭୂତରେ ଲୀନ ହେଲା ପାର୍ଥିବ ଶରୀର