ଆଜି ରାଜ୍ୟରେ ୩୩୨୬ ନୂଆ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୩୩୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୪୫ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୮ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ … Continue reading ଆଜି ରାଜ୍ୟରେ ୩୩୨୬ ନୂଆ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି