ସରିଲା ବିଧାନସଭା ମୌସୁମୀ ଅଧିବେଶନ : ସିଏଜି ରିପୋର୍ଟ ଉପସ୍ଥାପିତ

ଭୁବନେଶ୍ବର: ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ଶେଷ ହୋଇଛି ବିଧାନସଭା ଅଧିବେଶନ। ଅଧିବେଶନ ଶେଷ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆଜି ଶେଷ ଦିନରେ ୫ଟି ବିଲ୍ ଗୃହୀତ ହେବା ସହ ସିଏଜିଙ୍କ ରିପୋର୍ଟ ମଧ୍ୟ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପନ କରିଥିଲେ। ଏଥର ମୌସୁମୀ ଅଧିବେଶନରେ ମୋଟ ୭ଟି ବିଲ୍ ଗୃହୀତ ହୋଇଛି । ଆଜି ଗୋଟିଏ ଦିନରେ … Continue reading ସରିଲା ବିଧାନସଭା ମୌସୁମୀ ଅଧିବେଶନ : ସିଏଜି ରିପୋର୍ଟ ଉପସ୍ଥାପିତ