ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି : ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ବାଲେଶ୍ୱର ସଦର ଓ ତିର୍ତୋଲରେ ହେବ ମତଦାନ

ଭୁବନେଶ୍ବର: ବାଜିଲା ବାଲେଶ୍ୱର ସଦର ଏବଂ ତିର୍ତୋଲ ବିଧାନସଭା ଆସନ ପାଇଁ ନିର୍ବାଚନ ବିଗୁଲ। ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଆଜି ଏଥିଲାଗି ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜ୍ଞପ୍ତି ସହ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଥିବା ବେଳେ ଅକ୍ଟୋବର ୧୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବା … Continue reading ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି : ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ବାଲେଶ୍ୱର ସଦର ଓ ତିର୍ତୋଲରେ ହେବ ମତଦାନ