କ୍ଷମା ମାଗିଲେ ବିଧାୟକ ଉମା ସାମନ୍ତରାୟ

ପୁରୀ: ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଘଟଣାରେ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ କ୍ଷମା ମାଗିଛନ୍ତି। ସେ ଏକ ଭିଡିଓ ଜାରି କହିଛନ୍ତି ଯେ ଗତ ୪ ତାରିଖରେ କରୋନା ସଂକ୍ରମିତ ହୋଇ ମଧ୍ୟ ପ୍ରଦୀପ ମହାରଥୀଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବା ଭୁଲ୍ ଥିଲା। ପ୍ରଦୀପ ମହାରଥୀ ତାଙ୍କର ବଡ଼ ଭାଇ ଓ ସେ ତାଙ୍କର ଆଦର୍ଶ ବି। ତାଙ୍କ ବିୟୋଗରେ ଭାବବିହ୍ୱଳ … Continue reading କ୍ଷମା ମାଗିଲେ ବିଧାୟକ ଉମା ସାମନ୍ତରାୟ