ଆଜି ରିଲିଜ୍‌ ହେଉଛି ଏହି ଦୁଇଟି ଓଡ଼ିଆ ସିନେମା

ଭୁବନେଶ୍ୱର: ଆଜି ପରଦାକୁ ଆସୁଛି ଦୁଇଟି ନୂଆ ଓଡ଼ିଆ ସିନେମା । ଏଥିମଧ୍ୟରୁ ଗୋଟିଏ ହେଲା ‘ଦିଓ୍ଵାନା ହେଲି ତୋ’ ପାଇଁ’ । ଅଶୋକ କୁମାର ଦାସ ଏହାର ପ୍ରଯୋଜକ ଏବଂ ଜଣାଶୁଣା ଅଭିନେତା- ନିର୍ଦ୍ଦେଶକ ଶ୍ରୀତମ୍‌ ଦାସ ଏହି ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱ ବହନ କରିଛନ୍ତି । ସେ ଏହାର କାହାଣୀ ବି ଲେଖିଛନ୍ତି । ଏଥିରେ ସିଦ୍ଧାନ୍ତ ମହାପାତ୍ର, ରୀୟା ଦେ, ଅମର ଗୁଡୁ, ଶ୍ରୀତମ ଦାସ, … Continue reading ଆଜି ରିଲିଜ୍‌ ହେଉଛି ଏହି ଦୁଇଟି ଓଡ଼ିଆ ସିନେମା