ପୂର୍ବତନ ବାଚସ୍ପତି, ସୁସାହିତ୍ୟିକ ତଥା ବାଗ୍ମୀ ଶରତ କୁମାର କରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା, ସୁସାହିତ୍ୟିକ ତଥା ବାଗ୍ମୀ ଶରତ କୁମାର କର ଆଉ ନାହାନ୍ତି। ୮୧ ବର୍ଷ ବୟସରେ ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇ ଯାଇଛି। ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ। ଶ୍ରୀ କରଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ରାଜ୍ୟ ତଥା ତାଙ୍କର କର୍ମକ୍ଷେତ୍ର ମାହାଙ୍ଗା … Continue reading ପୂର୍ବତନ ବାଚସ୍ପତି, ସୁସାହିତ୍ୟିକ ତଥା ବାଗ୍ମୀ ଶରତ କୁମାର କରଙ୍କ ପରଲୋକ