ବରମୁଣ୍ଡା ଓଭରବ୍ରିଜ୍‌ରେ ଟ୍ରେଲରକୁ ଧକ୍କା ଦେଲା ମାଲ ବୋଝେଇ ଟ୍ରକ୍‌, ଜଣେ ମୃତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଫାୟାର ଷ୍ଟେସନ ଛକ ନିକଟସ୍ଥ ଓଭରବ୍ରିଜରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଚାପି ହୋଇଯାଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ହସ‌ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ୧୬ ନମ୍ବର ଜାତୀୟ ରାଜପଥର ଫାୟାର ଷ୍ଟେସନ ଛକ ନିକଟସ୍ଥ ଓଭରବ୍ରିଜରେ ଏକ ଟ୍ରେଲର ଖରାପ ହୋଇ ଛିଡ଼ା ହୋଇଥିଲା। ଅପରାହ୍ନ ସମୟରେ … Continue reading ବରମୁଣ୍ଡା ଓଭରବ୍ରିଜ୍‌ରେ ଟ୍ରେଲରକୁ ଧକ୍କା ଦେଲା ମାଲ ବୋଝେଇ ଟ୍ରକ୍‌, ଜଣେ ମୃତ