୧୯ରେ ଆଉ ପୁଣି ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପରେ ପୁଣି ଏକ ଲଘୁଚାପ ସମ୍ଭାବନା ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ବେଳକୁ ଦାନାବାନ୍ଧି ପାରେ ଆଉ ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଏନେଇ ବିସ୍ତୃତ ସୂଚନା ବା ପୂର୍ବାନୁମାନ ଆସିନାହିଁ। ପୂର୍ବରୁ ଲଘୁଚାପ ବର୍ଷାରେ ଦକ୍ଷିଣ ଓଡ଼ିଶାର ସ୍ଥିତି ବେହାଲ ହୋଇଥିବା ବେଳେ ଆଉଏକ ଲଘୁଚାପ … Continue reading ୧୯ରେ ଆଉ ପୁଣି ଏକ ଲଘୁଚାପ ସମ୍ଭାବନା