ସରିଲା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ: ତିର୍ତ୍ତୋଲରେ ୮, ବାଲେଶ୍ୱରରେ ନାମାଙ୍କନ ଭରିଲେ ୯ ପ୍ରାର୍ଥୀ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରଚାର ମଧ୍ୟ ଜମୁଛି। ଆଉ ଏହାରି ଭିତରେ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ନେଇ ବିସ୍ତୃତ ତଥ୍ୟ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ଥିଲା। ତେବେ ତିର୍ତ୍ତୋଲରେ ମୋଟ‌ ୮ଜଣ ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। … Continue reading ସରିଲା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ: ତିର୍ତ୍ତୋଲରେ ୮, ବାଲେଶ୍ୱରରେ ନାମାଙ୍କନ ଭରିଲେ ୯ ପ୍ରାର୍ଥୀ