ରାଜଧାନୀରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୩

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ କମୁଛି। ରାଜଧାନୀର କରୋନା ସ୍ଥିତି ନେଇ ସୂଚନା ଦେଇ ଏଭଳି କହିଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା କେସ କମୁଥିବାରୁ ଦୁଇଟି କୋଭିଡ କେୟାର ସେଣ୍ଟର ବନ୍ଦ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଜାମୁଝରି ଓ ଜଟଣୀରେ ଥିବା ଦୁଇଟି ସିସିସିର ୭୫୦ ବେଡ୍ ବନ୍ଦ କରାଯାଇଥିବା ସେ କହିଛନ୍ତି। ଏହା ବ୍ୟତୀତ ପୂଜା ଋତୁରେ ଅଧିକ ସତର୍କ ରହିବାକୁ ପରାମର୍ଶ … Continue reading ରାଜଧାନୀରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୩