ରାଜଧାନୀରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫୧ ଜଣ ସଂଗରୋଧ ଓ ୧୮୨ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୭ ହଜାର ୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା … Continue reading ରାଜଧାନୀରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ