ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାତୀ ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ

ରାଉରକେଲା : ସୁନ୍ଦରଗଡ ଜିଲ୍ଲା ନୂଆଗାଁ ବ୍ଲକ ଚିତାପେଡି ପଞ୍ଚାୟତ ବାଙ୍କି ଗାଁର ଜଣେ ବୃଦ୍ଧଙ୍କୁ ହାତୀ କଚାଡି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧ ଜଣକ ହେଲେ କ୍ରିଷ୍ଣl ମଲାର (୬୦)। ଖବର ପାଇ ବିଶ୍ରା ରେଞ୍ଜର ମାଣିକ ହାଁସଦା ଓ ବିଶ୍ରା ଥାନା ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ମୃତ ବୃଦ୍ଧଙ୍କ ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ମିଳିଥିବା ସୂଚନା … Continue reading ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାତୀ ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ