ଲଦାଖରେ ଚୀନ ସୈନିକକୁ ଗିରଫ କଲା ଭାରତୀୟ ସେନା

ନୂଆଦିଲ୍ଲୀ : ଲଦାଖରେ ଭାରତ ଓ ଚୀନ ସେନା ଗତ ପ୍ରାୟ ୬ ମାସ ହେଲା ମୁହାଁମୁହିଁ ଅବସ୍ଥାରେ ଥିବାବେଳେ ଆଜି ଭାରତୀୟ ସେନା ଜଣେ ଚୀନ ସୈନିକକୁ ଗିରଫ କରିଛି ଉକ୍ତ ସୈନିକ ଚୀନର ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)ର ୬ଷ୍ଠ ମୋଟରାଇଜଡ୍ ଇନଫାଣ୍ଟ୍ରି ଡିଭିଜନର ସଦସ୍ୟ ବୋଲି ଜଣାପଡ଼ିଛି। ଭାରତୀୟ ସେନା ସୁତ୍ରରୁ ଜଣାପଡିଛି ଯେ ଉକ୍ତ ଚୀନ ସୈନିକକୁ ଲଦାଖର ଡେମଚୋକ୍ ଅଂଚଳରୁ ଗିରଫ କରାଯାଇଛି। … Continue reading ଲଦାଖରେ ଚୀନ ସୈନିକକୁ ଗିରଫ କଲା ଭାରତୀୟ ସେନା