ଚୋରା ଲୁହା ପଥର ଚାଲାଣ କରୁଥିବା ୨ ଡମ୍ଫର ଜବତ, ୫ ମାଫିଆ ଗିରଫ

ଗୋରୁମହିଷାଣୀ: ବେଆଇନ ଭାବରେ ଚାଲାଣ କରୁଥିବା ଦୁଇଟି ଲୁହାପଥର ବୋଝେଇ ଡମ୍ଫରକୁ ଜବତ କରିଛି ବହଳଦା ପୁଲିସ। ଏହା ସହ ୫ ଜଣ ପଥର ମାଫିଆଙ୍କୁ ମଧ୍ୟ ଗିରଫ କରିଛି। ଦୀର୍ଘଦିନ ଧରି ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଲୌହଖଣି ଆଖପାଖ ଅଞ୍ଚଳରୁ ବେଆଇନ ଭାବରେ ଲୌହ ପଥର ଖନନ କରି ମାଫିଆ ଗୋଷ୍ଠୀ ଝାଡଖଣ୍ଡକୁ ଚାଲାଣ କରୁଥିବା ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ମାଫିଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ … Continue reading ଚୋରା ଲୁହା ପଥର ଚାଲାଣ କରୁଥିବା ୨ ଡମ୍ଫର ଜବତ, ୫ ମାଫିଆ ଗିରଫ