ଡିପ୍ରେସନ୍‌ରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଶୁକ୍ରବାର ଅପରାହ୍ନ ସୁଦ୍ଧା ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହୋଇସାରିଛି ଓ ଏହା ଆସନ୍ତାକାଲି ସୁଦ୍ଧା ଡିପ୍‌-ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି। ଡିପ୍‌ ଡିପ୍ରେସନରେ ପରିଣତ ହୋଇ ଏହା ଶୁକ୍ରବାର ଅପରାହ୍ନ ସୁଦ୍ଧା ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପଡ଼ା ଅଞ୍ଚଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ କୁହାଯାଇଛି। … Continue reading ଡିପ୍ରେସନ୍‌ରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ