ଭୁବନେଶ୍ୱରରୁ ଆଜି ୨୦୧ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ୨୯୨ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୨୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୬୪ ଜଣ ସଙ୍ଗରୋଧ ଓ ୧୫୭ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। … Continue reading ଭୁବନେଶ୍ୱରରୁ ଆଜି ୨୦୧ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ୨୯୨ ଜଣ ଆକ୍ରାନ୍ତ