ମର୍ମନ୍ତୁଦ ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି-ଫାଶୀଗୁଡ଼ା ରାସ୍ତାର ପାଞ୍ଚ ଆମ୍ବ ପଡିଆ ନିକଟରେ ରବିବାର ସନ୍ଧ୍ୟା ପ୍ରାୟ ୬ ଟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ୨ ଟି ବାଇକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ କାର୍ଜିସାହିର ଶୁଭେନ୍ଦୁ ଓରଫ ଶୁଭ ପଣ୍ଡା। ଅନ୍ୟ ଜଣେ ଗୁରୁତର ଆହତ ଯୁବକ ଜଣକ … Continue reading ମର୍ମନ୍ତୁଦ ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର