ଦିଲୀପ ରାୟଙ୍କୁ ବଡ଼ ଆଶ୍ବସ୍ତି: ସିବିଆଇ ଅଦାଲତରୁ ମିଳିଲା ଜାମିନ

ନୂଆଦିଲ୍ଲୀ: କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ୱତନ୍ତ୍ର ସିବିଆଇ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବାର କିଛି ସମୟ ପରେ ତାଙ୍କୁ ଜାମିନ ମିଳିଛି। ଦିଲୀପ ରାୟଙ୍କ ସହ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ଜାମିନ ମିଳିଥିବା ଜଣାଯାଇଛି। ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ବେଲବଣ୍ଡରେ ଦିଲୀପ ରାୟଙ୍କୁ ଜାମିନ ମିଳିଥିବା ଜଣାଯାଇଛି। ୧୯୯୯ ମସିହାରେ ଝାଡଖଣ୍ଡର … Continue reading ଦିଲୀପ ରାୟଙ୍କୁ ବଡ଼ ଆଶ୍ବସ୍ତି: ସିବିଆଇ ଅଦାଲତରୁ ମିଳିଲା ଜାମିନ