ଶୀତଳା ଚଣ୍ଡୀ ଠାକୁରାଣୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ଅନ୍ତର୍ଗତ କୃଷ୍ଣନଗର ପଞ୍ଚାୟତର ପିଲଛାପାଟିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମଦେବତୀ ଶୀତଳା ଚଣ୍ଡୀ ଠାକୁରାଣୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଲୋକଙ୍କୁ ଗାଁ ସ୍କୁଲ ଓ ନିଜ ଘରମାନଙ୍କରେ ସାଲାଇନ୍ ଓ ଔଷଧ ଯୋଗାଇ ଚିକିତ୍ସା କରାଯାଉଛି। ସୂଚନା ମୁତାବକ ଗତକାଲି ମା’ ଦୁର୍ଗାଙ୍କ ମହାନବମୀ ତିଥିରେ ଗ୍ରାମଦେବତୀଙ୍କ ନିକଟରେ ଅପରାହ୍ନ ସମୟରେ ଚଣ୍ଡୀପାଠ ସହିତ … Continue reading ଶୀତଳା ଚଣ୍ଡୀ ଠାକୁରାଣୀଙ୍କ ଭୋଗ ଖାଇ ଶତାଧିକ ଲୋକ ଅସୁସ୍ଥ