ରାଜଧାନୀରେ ଚାଞ୍ଚଲ୍ୟ : ସ୍ୱାମୀ ଆଗରେ ମହିଳାଙ୍କୁ ଦୁଷ୍କର୍ମ

ଢାବାରେ କାମ କରୁଥିଲେ ଦମ୍ପତି, ଢାବା ମ୍ୟାନେଜର୍‌ ଗିରଫ ଭୁବନେଶ୍ୱର : ସ୍ୱାମୀ ଆଗରେ ମହିଳାଙ୍କୁ ଦୁଷ୍କର୍ମ। ଅଟକାଇବାରୁ ମାଡ଼ ମାରିବା ସହ ଚାକିରି ନେଇଯିବା ଧମକ। ଏପରି ଏକ ଲଜ୍ଜାଜନକ ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶନିବାର ରାତିରେ ରାଜଧାନୀର ଗୁରୁତ୍ୱପୂର୍ଣ୍ଣ ଓ ଜନଗହଳି ଅଞ୍ଚଳ ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରେ ଥିବା ଏକ ନାମକରା ଢାବାରେ ଏହି ଘଟଣା ଘଟିଥିଲେ ହେଁ ଆଜି ପଦାକୁ ଆସିଛି। ଏହି ଘଟଣାରେ … Continue reading ରାଜଧାନୀରେ ଚାଞ୍ଚଲ୍ୟ : ସ୍ୱାମୀ ଆଗରେ ମହିଳାଙ୍କୁ ଦୁଷ୍କର୍ମ