ସ୍କୁଲରେ ହେବ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର : ନଭେମ୍ବର କିମ୍ବା ଡିସେମ୍ବରରୁ ସ୍କୁଲ ଖୋଲିବାର ସମ୍ଭାବନା ଅଛି। ପ୍ରଥମେ ୯ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଯୋଜନା ହେଉଛି। ହେଲେ ଏନେଇ କିଛି ଚୂଡ଼ାନ୍ତ ନିଷ୍ପତ୍ତି ହୋଇନି। ‌ଏବେ କିଛି ସ୍କୁଲ, କଲେଜକୁ ଶିକ୍ଷକ, ଅଧ୍ୟାପକ, କର୍ମଚାରୀ ଆସୁଛନ୍ତି। ତେଣୁ ଛାତ୍ରଛାତ୍ରୀ ଯେପରି ସୁରକ୍ଷିତ ରହିବେ ସେଥିପାଇଁ ରାଜ୍ୟ ସରକାର ଗାଇଡଲାଇନ୍ ଜାରି କରିବେ। ହେଲେ ଏହା ପୂର୍ବରୁ ସ୍କୁଲ, କଲେଜ କର୍ତ୍ତୃପକ୍ଷ ଚାହିଁଲେ … Continue reading ସ୍କୁଲରେ ହେବ କୋଭିଡ୍‌ ପରୀକ୍ଷା