ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ : ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌‌ ଆଜି ଜାରି ହୋଇଛି। ନଭେମ୍ବର ପାଇଁ ଏହି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଏସଓପି ଅନୁସାରେ ସ୍କୁଲ୍‌ ଖୋଲିବାକୁ … Continue reading ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ : ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ