କଟକରୁ ୪ଲକ୍ଷ ୧୫ ହଜାର ଟଙ୍କାର ବେଆଇନ କଫସିରଫ ଜବତ

କଟକ: କଟକ ମର୍କତନଗର ଥାନା ପୁଲିସ ଚଢ଼ାଉ କରି ୪ଲକ୍ଷ ୧୫ ହଜାର ଟଙ୍କାର ବେଆଇନ କଫସିରଫ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି। ଏମାନଙ୍କ ସହ ଆଉ କିଏ ସଂପୃକ୍ତ ଅଛି ସେନେଇ ତଦନ୍ତ ଜାରି ରଖିଥିବା ସାମ୍ବାଦିକ ସମ୍ମିଳନୀରେ ପୁଲିସ ସୂଚନା ଦେଇଛନ୍ତି। ତେବେ ଏହି ବେଆଇନ କଫସିରଫ କାହିଁକି ଓ କାହାକୁ ବିକ୍ରି ହେଉଥିଲା ସେନେଇ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୁଲିସ … Continue reading କଟକରୁ ୪ଲକ୍ଷ ୧୫ ହଜାର ଟଙ୍କାର ବେଆଇନ କଫସିରଫ ଜବତ