ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର : ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଆରମ୍ଭ ହୋଇଛି ଭୋଟଗ୍ରହଣ। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ଭୋଟ ଦେବା ପାଇଁ ଭୋଟଗ୍ରହଣ କେନ୍ଦ୍ରରେ ଲୋକଙ୍କ ଭିଡ ଲାଗିଛି। ସମସ୍ତ ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯାଉଛି। ସ୍କ୍ରିନିଂ ପରେ ଭୋଟ ଦେଉଛନ୍ତି ଭୋଟର। ଏହା ସନ୍ଧ୍ୟା ୬ଟାରେ ଶେଷ‌ ହେବ। ସନ୍ଧ୍ୟା ୬ଟା ମଧ୍ୟରେ ୪ଲକ୍ଷ ୬୯ ହଜାର ୪୫୦ ଭୋଟର ୧୫ଜଣ ପ୍ରାର୍ଥୀଙ୍କ … Continue reading ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ