ଆଜି ବିହାରରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ: ୯୪ ଆସନରେ ୧୪୬୩ ପ୍ରାର୍ଥୀ

ପାଟନା: ଆଜି ବିହାରରେ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ। ଏହି ପର୍ଯ୍ୟାୟରେ ୧୭ ଜିଲ୍ଲାର ୯୪ ନିର୍ବାଚନମଣ୍ଡଳୀରେ ଭୋଟ୍‌ ଗ୍ରହଣ ହେବ। ୨.୮୬ କୋଟିରୁ ଅଧିକ ଭୋଟର ୧୪୬୩ ପ୍ରାର୍ଥୀଙ୍କ ଭାଗ୍ୟଫଳ ନିର୍ଦ୍ଧାରଣ କରିବେ। ୧୪୬୩ ପ୍ରାର୍ଥୀଙ୍କ ମଧ୍ୟରୁ ୧୩୧୬ ଜଣ ପୁରୁଷ, ୧୪୬ ଜଣ ମହିଳା ଏବଂ ଜଣେ କିନ୍ନର ଅଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ଯେଉଁ ପ୍ରମୁଖ ଆସନରେ ଭୋଟ ଗ୍ରହଣ ହେବ ସେଗୁଡ଼ିକ ହେଉଛି ରାଘୋପୁର, ହାସନପୁର, … Continue reading ଆଜି ବିହାରରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ: ୯୪ ଆସନରେ ୧୪୬୩ ପ୍ରାର୍ଥୀ