ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ: ଓଡିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍ ଆସୋସିଏସନର ପୂର୍ବତନ ସଭାପତି ଅଶୋକ କୁମାର ମହାପାତ୍ରଙ୍କର ଆଜି (ଶନିବାର) ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ପୂର୍ବରୁ କରୋନ‌ାରେ ସଂକ୍ରମିତ ହୋଇଥିଲେ ମଧ୍ୟ କରୋନାରୁ ଆରୋଗ୍ୟଲାଭ କରି ନିଜ ବାସଭବନକୁ ଫେରି ଆସିଥିଲେ। ପରେ ଏଇ ଗତ କିଛି ଦିନ ହେବ ସେ ଆଉଥରେ ଅସୁସ୍ଥ ହୋଇଥିବାରୁ ପରିବାର ଲୋକେ ତାଙ୍କୁ … Continue reading ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ