ପାଟଣାଗଡ଼ରେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା

୪ ନାବାଳକ ପିଲାଙ୍କୁ ବି ଛାଡ଼ିଲେନି ଦୁର୍ବୁତ୍ତ,ରହସ୍ୟ ଘେରରେ ହତ୍ୟାକାଣ୍ଡ ବଲାଙ୍ଗୀର/ପାଟଣାଗଡ଼: ଜଣେ କି ଦୁଇ ଜଣ ନୁହେଁ, ଏକାଥରକେ ଗୋଟିଏ ପରିବାରର ଛଅ ଜଣଙ୍କୁ ହତ୍ୟା। ଗଇଁତିରେ ନିର୍ମମ ଭାବରେ ଚୋଟ ପରେ ଚୋଟ ମାରି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ବୁଲୁ ଜାନୀ(୫୦ବର୍ଷ), ତାଙ୍କ ସ୍ତ୍ରୀ ଜ୍ୟୋତି(୪୮ବର୍ଷ) ଓ ଦୁଇପୁଅ ଭୀଷ୍ମ ଜାନୀ(୫ବର୍ଷ) ଓ ସଂଜୀବ ଜାନୀ(୨ବର୍ଷ), ଦୁଇ ଝିଅ ସରିତା ଜାନୀ(୧୪ବର୍ଷ), ଶ୍ରୀୟା ଜାନୀ(୩ବର୍ଷ)। … Continue reading ପାଟଣାଗଡ଼ରେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା