ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ୍‌: କରୋନା ପାଇଁ କମିଲା ୫୦ ପ୍ରତିଶତ ଆୟ

ଆରମ୍ଭ ହେବ ଅନ୍‌ଲାଇନ୍‌ ଦାନ ବ୍ୟବସ୍ଥା ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ଆଜି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ବଜେଟ୍‌ ଅନୁମୋଦନ କରାଯାଇଛି। ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧୫୪ କୋଟିର ବଜେଟ୍ ପ୍ରସ୍ତୁତ ହୋଇଥିବା ବେଳେ ପରିଚାଳନା କମିଟି ଏଥିରେ ମୋହର ମାରିଛି। ବଜେଟ୍‌ରେ ସେବାୟତ କଲ୍ୟାଣ ଓ ଭକ୍ତଙ୍କ ସୁବିଧାକୁ ସର୍ବାଧିକ … Continue reading ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ୍‌: କରୋନା ପାଇଁ କମିଲା ୫୦ ପ୍ରତିଶତ ଆୟ