ଖ୍ରୀଷ୍ଟମାସ ସୁଦ୍ଧା ଟିକା ବିତରଣ କରିବ ଫାଇଜର!

ନୂଆଦିଲ୍ଲୀ: ଗତକାଲି ଆମେରିକାର ବହୁରାଷ୍ଟ୍ରୀୟ ଔଷଧ ପ୍ରସ୍ତୁତକାରୀ ସଂସ୍ଥା ଫାଇଜର ଦ୍ବାରା ତିଆରି କୋଭିଡ ଟିକାର ନୈଦାନିକ ପରୀକ୍ଷଣ ଶେଷ ହେବା ସହ ଏହି ଟିକା ୯୫ ପ୍ରତିଶତ ଫଳପ୍ରଦ ବୋଲି କମ୍ପାନି ଦାବି କରିଥିଲା। ତେବେ କମ୍ପାନି ପକ୍ଷରୁ ଏଭଳି ଦାବି କରାଯିବା ପରେ ସବୁ କିଛି ଠିକ୍ ରହିଲେ ଖ୍ରୀଷ୍ଟମାସ ସୁଦ୍ଧା ଟିକା ବିତରଣ ଆରମ୍ଭ କରିଦିଆଯିବ ବୋଲି ବାୟୋଏନ୍‌ଟେକ୍‌ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଉଗୁର ସଚିନ … Continue reading ଖ୍ରୀଷ୍ଟମାସ ସୁଦ୍ଧା ଟିକା ବିତରଣ କରିବ ଫାଇଜର!