ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ସ୍ବାମୀ ହର୍ଷ ଲିମ୍ବାଚିୟା ଡିସେମ୍ବର ୪ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବେ

ମୁମ୍ବାଇ: ଗଞ୍ଜେଇ ଘରେ ରଖିବା ସହ ସେବନ କରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି)। ଭାରତୀ ଗଞ୍ଜେଇ ଟାଣୁଥିବା କଥା ସ୍ବୀକାର କରିବା ପରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟାଙ୍କୁ ଗିରଫ କରିଥିଲା ଏନସିବି। ଗିରଫ ପରେ ଦୁହିଁଙ୍କୁ ମୁମ୍ବାଇର କ୍ୱିଲା କୋର୍ଟରେ ହାଜର କରାଯାଇଥିବା … Continue reading ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ସ୍ବାମୀ ହର୍ଷ ଲିମ୍ବାଚିୟା ଡିସେମ୍ବର ୪ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବେ